Verwandte Artikel zu Agni Saraswati

Agni Saraswati - Softcover

 
9781645601531: Agni Saraswati

Inhaltsangabe

ବେଦରେ ନାରୀର ଦଶନାମ ଓ ଦଶଟି ସଜ୍ଞା । ଭାବ ଓ ଗୁଣ ଦୃଷ୍ଟିରୁ ଏକ ସଜ୍ଞା ଆରେକର ବିରୋଧୀ । ଇଡ଼ା ଓ ରନ୍ତା ଭାବରେ ସେ ମାଧୁର୍ଯ୍ୟ ଓ ରମଣୀ ଭାବର ପ୍ରତୀକ । ହେଲେ ହବ୍ୟା ଭାବରେ ସେ ଅଗ୍ନିକୁ ଅଧିକ ପ୍ରଜ୍ଜ୍ୱଳିତ କରେ । ସେ ସରସ୍ୱତୀ ଏବଂ ଅଦିତି । ସ୍ୱର ଓ ବାଣୀର ସେ ଈଶ୍ୱରୀ, ସମାନ୍ତରାଳରେ ସେ ଅମରତ୍ୱର ମାର୍ଗ । ସେ ଅଦିତି ବା ଅଖଣ୍ଡିତା । ଅଗ୍ନି ଓ ସରସ୍ୱତୀର ମିଶ୍ରଭାବରେ ତାର ପରିଚୟ, ଏକ ଭିନ୍ନ ଏକକ ସୃଷ୍ଟି କରିଥାଏ । ’ଅଗ୍ନି ସରସ୍ୱତୀ’ ସେ ବୈଦିକ ଅନୁଭବର ଆଭାସ କି?


ଅଗ୍ନି ଓ ସରସ୍ୱତୀ, ଏମାନଙ୍କୁ ଏକପଦୀ ବୋଲି କହି ହେବ କି? ଯେତେବେଳେ ଗୋଟେ କବିତା ସଙ୍କଳନର ନାମ ’ଅଗ୍ନି ସରସ୍ୱତୀ’ ସେଠି ଏ ପ୍ରଶ୍ନ ସ୍ୱାଭାବିକ । ଉଗ୍ରତା ଏ କବିତାର ମୂଳପିଣ୍ଡ । ଦହନ ଏ କବିତାର ମଞ୍ଜି ।

 

ଶୁଭଶ୍ରୀ ଶୁଭସ୍ମିତା ମିଶ୍ର, ଦ୍ରୋହର କବି । ତାଙ୍କ କବିତାରେ ଜଳିବା ଓ ଜାଳିବାର ଏକ ଆଗ୍ନେୟ ପ୍ରକ୍ରିୟା ରହିଥାଏ । ହେଲେ ଏ କବିତା ବହି, ତା’ର ଏକ ବ୍ୟତିକ୍ରମ । ଗତ ତିନୋଟି ସଙ୍କଳନରେ ଉଗ୍ରତାର ଯେଉଁ ପ୍ରଖର ପ୍ରବାହ, ସେଥିରୁ ମୁକ୍ତ ହେବାର ଏକ ସଚେତନ ପ୍ରୟାସ ଏ ବହିରେ ଅଛି । ଦ୍ରୋହ ଭିତରୁ ଅଙ୍କୁରିତ ହେଉଛି ପ୍ରେମ । ହୁତାଶନରୁ ପ୍ରକାଶିତ ହେଉଛି ଜଳକଣା । ଏ କବିତା ବହି, ଏକ ନୂଆ ବାଟର ଆରମ୍ଭ ।


Die Inhaltsangabe kann sich auf eine andere Ausgabe dieses Titels beziehen.

Über die Autorin bzw. den Autor

Subhashree Subhasmita Mishra is a voice of women in contemporary Odia poetry. She naively questions society and the rituals which dishonour women; often seen as revolutionary rhythm in the Odia poetry world. She fires herself up for the pretence ideology of a society dominated by male. Her previous books Aranya, Agnika, Garbhagni holds her signature fire. Through a voice of empowerment for women she has been creating ripples in the patriarchal society and wants the voice of women to be heard and honoured. She is fighting against social evil and male dominance and hopes for a reformed society where every woman would live with dignity.

„Über diesen Titel“ kann sich auf eine andere Ausgabe dieses Titels beziehen.

Gratis für den Versand innerhalb von/der Deutschland

Versandziele, Kosten & Dauer

Suchergebnisse für Agni Saraswati

Foto des Verkäufers

Mishra, Subhashree Subhasmita
Verlag: BLACK EAGLE BOOKS, 2021
ISBN 10: 1645601536 ISBN 13: 9781645601531
Neu Softcover

Anbieter: moluna, Greven, Deutschland

Verkäuferbewertung 4 von 5 Sternen 4 Sterne, Erfahren Sie mehr über Verkäufer-Bewertungen

Zustand: New. &Uumlber den AutorrnrnSubhashree Subhasmita Mishra is a voice of women in contemporary Odia poetry. She naively questions society and the rituals which dishonour women often seen as revolutionary rhythm in the Odia poetry world. She fires hers. Artikel-Nr. 469001047

Verkäufer kontaktieren

Neu kaufen

EUR 21,99
Währung umrechnen
Versand: Gratis
Innerhalb Deutschlands
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb

Beispielbild für diese ISBN

Mishra, Subhashree Subhasmita
Verlag: Black Eagle Books, 2021
ISBN 10: 1645601536 ISBN 13: 9781645601531
Neu Softcover

Anbieter: Ria Christie Collections, Uxbridge, Vereinigtes Königreich

Verkäuferbewertung 5 von 5 Sternen 5 Sterne, Erfahren Sie mehr über Verkäufer-Bewertungen

Zustand: New. In. Artikel-Nr. ria9781645601531_new

Verkäufer kontaktieren

Neu kaufen

EUR 18,29
Währung umrechnen
Versand: EUR 5,72
Von Vereinigtes Königreich nach Deutschland
Versandziele, Kosten & Dauer

Anzahl: Mehr als 20 verfügbar

In den Warenkorb